2 Samuel 17:22 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ୟର୍ଦ୍ଦନ ନଦୀ ପାର ହାଇେ ଗଲେ। ପ୍ରଭାତ ଆଲକ୍ସ୍ଟଅ ସମୟକକ୍ସ୍ଟ ଯେ ୟର୍ଦ୍ଦନ ପାର ହାଇେ ୟାଇ ନ ଥିଲା। ଏହିପରି କହେି ହେଲେ ରହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ ଓ ତାଙ୍କର ସମସ୍ତ ସାଙ୍ଗଲୋକ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ପ୍ରଭାତ ଆଲୁଅ ସମୟକୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା। ଏହିପରି କେହି ହେଲେ ରହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇ ଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।