2 Samuel 17:23 — Compare Translations
5 translations compared side by side
Odia - 1840
"ଏହାପରେ ଅହୀଥୋଫଲ ଯେତବେେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନକ୍ସ୍ଟସା ରେ ଗଲାନାହିଁ, ସେ ତାଙ୍କ ଗଧ ଉପରେ ଚଢି ତାଙ୍କର ନିଜ ନଗରକକ୍ସ୍ଟ ଫରେିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହାଇେ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବର ରେ କବର ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀଥୋଫଲଙ୍କର ଆତ୍ମହତ୍ୟା ଏହା ପରେ ଅହୀଥୋଫଲ ଯେତେବେଳେ ଦେଖିଲେ ଏହା ତାଙ୍କ ମନ୍ତ୍ରଣା ଅନୁସାରେ ଗଲା ନାହିଁ, ସେ ତାଙ୍କ ଗଧ ଉପରେ ଚଢ଼ି ତାଙ୍କର ନିଜ ନଗରକୁ ଫେରିଲେ ଏବଂ ସେ ତାଙ୍କ ବଂଶ ପାଇଁ ଏକ ଦଲିଲ୍ ଲେଖିଲେ ଏବଂ ନିଜେ ଫାଶି ହୋଇ ଗଲେ। ଏହିପରି ଭାବରେ ସେ ମଲା ଓ ନିଜର ପିତାର କବରରେ କବର ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।