2 Samuel 17:24 — Compare Translations

5 translations compared side by side

Odia - 1840
"ଏହାପରେ ଦାଉଦ ମହନଯିମକକ୍ସ୍ଟ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ । ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଯର୍ଦ୍ଦନ ନଦୀ ପାର ହେଲେ ଏହା ପରେ ଦାଉଦ ମହନୟିମକୁ ଆସିଲେ। ଅବଶାଲୋମ ଓ ତା’ର ସମର୍ଥନକାରୀ ଇସ୍ରାଏଲୀୟମାନେ ଯର୍ଦ୍ଦନ ନଦୀ ପାର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।