2 Samuel 17:25 — Compare Translations

5 translations compared side by side

Odia - 1840
"ଅବଶାଲୋମ ଯୋୟାବଙ୍କକ୍ସ୍ଟ ସ୍ଥାନାନ୍ତର କରି ଅମାସାଙ୍କକ୍ସ୍ଟ ସୈନ୍ଯଦଳର ମୂଖ୍ଯ ଭାବରେ ନିୟକ୍ସ୍ଟକ୍ତି କଲେ। ଏହି ଅମାସା ଇସ୍ମାଯଲେୀଯ ଯେଥରଙ୍କର ପକ୍ସ୍ଟତ୍ର ଥିଲେ। ଅମାସାର ମା' ଥିଲେ ଅବୀଗଲ, ୟିଏ କି ସରକ୍ସ୍ଟଯାଙ୍କର ଭଉଣୀ ନାହଶଙ୍କର କନ୍ଯା ଥିଲେ। ୟିଏକି ଯୋୟାବଙ୍କର ମା' ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବଶାଲୋମ ଯୋୟାବ ପଦରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା । ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲର ସହବାସ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଯୋୟାବଙ୍କୁ ସ୍ଥାନାନ୍ତର କରି ଅମାସାଙ୍କୁ ସୈନ୍ୟଦଳର ମୂଖ୍ୟ ଭାବରେ ନିଯୁକ୍ତି କଲେ। ଏହି ଅମାସା ଇସ୍ମାଏଲୀୟ ଯେଥରଙ୍କର ପୁତ୍ର ଥିଲେ। ଅମାସାର ମା’ ଥିଲେ ଅବୀଗଲ, ଯିଏ କି ସରୁୟାଙ୍କର ଭଉଣୀ ନାହଶଙ୍କର କନ୍ୟା ଥିଲେ। ଯିଏ କି ଯୋୟାବଙ୍କର ମା’ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାକୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।