2 Samuel 17:27 — Compare Translations
5 translations compared side by side
Odia - 1840
"ଯେତବେେଳେ ଦାଉଦ ମହନଯିମ ରେ ପହନ୍ଚିଲେ, ସେ ସଠାେରେ ଶୋବି, ମାଖୀର ଏବଂ ବର୍ସିଲଯଙ୍କକ୍ସ୍ଟ ଭଟେିଲେ। ଶୋବି ରଦ୍ଦାରକ୍ସ୍ଟ ଅେମ୍ମାନୀୟ ନାହଶଙ୍କର ପକ୍ସ୍ଟତ୍ର ଥିଲେ। ମାଖୀର ଲୋଦବାର ନିବାସୀ ଅମ୍ମୀଯଲରେ ପକ୍ସ୍ଟତ୍ର ଥିଲେ। ବର୍ସିଲଯ ରୋଗଲୀମନିବାସୀ ଗିଲିଯଦୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ୍-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ
Odia Bible ERV 2004 (ପବିତ୍ର ବାଇବଲ)
ଶୋବି, ମାଖୀର ଓ ବର୍ସିଲ୍ଲୟ ଯେତେବେଳେ ଦାଉଦ ମହନୟିମରେ ପହଞ୍ଚିଲେ, ସେ ସେଠାରେ ଶୋବି, ମାଖୀର ଏବଂ ବର୍ସିଲ୍ଲୟଙ୍କୁ ଭେଟିଲେ। ଶୋବି ରବ୍ବାରୁ ଅମ୍ମୋନୀୟ ନାହଶଙ୍କର ପୁତ୍ର ଥିଲେ। ମାଖୀର ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ଥିଲେ। ବର୍ସିଲ୍ଲୟ ରୋଗଲୀମନିବାସୀ ଗିଲିୟଦୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ
Odia IRV 2017 (ଓଡିଆ ବାଇବେଲ)