2 Samuel 17:29 — Compare Translations

5 translations compared side by side

Odia - 1840
"ସମାନେେ ମଧ୍ଯ ମହକ୍ସ୍ଟ, ଦହୀ, ମଷେ ଏବଂ ଲହକ୍ସ୍ଟଣୀ ଆଣିଲେ। ସମାନେେ ଏହିସବୁ ସାମଗ୍ରୀଗକ୍ସ୍ଟଡିକ ଦାଉଦ ଓ ତାଙ୍କର ଲୋକମାନଙ୍କୁ ଆଗ ରେ ଉତ୍ସର୍ଗ କଲେ। କାରଣ ସମାନେେ କହିଲେ, ଲୋକମାନେ ମରକ୍ସ୍ଟଭୂମିରେ ନିଶ୍ଚିତ କ୍ଷକ୍ସ୍ଟଧାର୍ତ୍ତ, କ୍ଲାନ୍ତ ଓ ତୃଷାର୍ତ୍ତ ହାଇେଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ମଧୁ ଓ ଦଧି ଓ ମେଷ ଓ ଗୋ-ଛେନା ଆଣିଲେ; କାରଣ ସେମାନେ କହିଲେ, ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳା; ଓ ତୃଷିତ ହୋଇଥିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ମହୁ, ଦହୀ, ମେଷ ଏବଂ ଲହୁଣୀ ଆଣିଲେ। ସେମାନେ ଏହିସବୁ ସାମଗ୍ରୀଗୁଡ଼ିକ ଦାଉଦ ଓ ତାଙ୍କର ଲୋକମାନଙ୍କ ଆଗରେ ଉତ୍ସର୍ଗ କଲେ। କାରଣ ସେମାନେ କହିଲେ, “ଲୋକମାନେ ମରୁଭୂମିରେ ନିଶ୍ଚିତ କ୍ଷୁଧାର୍ତ୍ତ, କ୍ଳାନ୍ତ ଓ ତୃଷାର୍ତ୍ତ ହୋଇଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”