2 Samuel 17:3 — Compare Translations

5 translations compared side by side

Odia - 1840
"ତା'ପରେ ମୁ ସମସ୍ତ ଲୋକଙ୍କକ୍ସ୍ଟ ଫରୋଇ ଆଣିବି। ଯଦି ଦାଉଦ ମରିୟାଏ, ତବେେ ମୁ ସମସ୍ତ ଲୋକଙ୍କକ୍ସ୍ଟ ଶାନ୍ତି ରେ ଫରୋଇ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ କତିକି ଫେରାଇ ଆଣିବି; ଯାହାକୁ ତୁମ୍ଭେ ଖୋଜୁଅଛ, ସେହି ମନୁଷ୍ୟ ସମସ୍ତଙ୍କ ଫେରି ଆସିବା ତୁଲ୍ୟ; ତହିଁରେ ସମସ୍ତ ଲୋକ ଶାନ୍ତିରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସମସ୍ତ ଲୋକଙ୍କୁ ଫେରାଇ ଆଣିବି। ଯଦି ଦାଉଦ ମରିଯାଏ, ତେବେ ମୁଁ ସମସ୍ତ ଲୋକଙ୍କୁ ଶାନ୍ତିରେ ଫେରାଇ ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ୍ଭ ଅଧୀନରେ ଶାନ୍ତିରେ ରହିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ ଅଧିନରେ ଶାନ୍ତିରେ ରହିବେ।”