2 Samuel 17:4 — Compare Translations

5 translations compared side by side

Odia - 1840
"ଏ କଥା ଅବଶା ଲୋମ ଓ ତାଙ୍କର ସମସ୍ତ ଇଶ୍ରାୟେଲର ନତେୃବର୍ଗମାନଙ୍କର ମନକକ୍ସ୍ଟ ପାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ଅବଶାଲୋମ ଓ ତାଙ୍କର ସମସ୍ତ ଇସ୍ରାଏଲର ନେତୃବର୍ଗମାନଙ୍କର ମନକୁ ପାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।