2 Samuel 17:6 — Compare Translations
5 translations compared side by side
Odia - 1840
"ତେଣୁ ହୂଶଯ ଅବଶା ଲୋମ ନିକଟକକ୍ସ୍ଟ ଆସନ୍ତେ ଅବଶା ଲୋମ ତାଙ୍କୁ କହିଲା, ଅହୀଥୋଫଲ ଏପରି କହକ୍ସ୍ଟଅଛି, ଆମ୍ଭମାନେେ ତାହା କଥାନକ୍ସ୍ଟସା ରେ କରିବା କି? ଯବେେ ନ କରିବା ତବେେ ତୁମ୍ଭେ କକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା, ତେବେ ତୁମ୍ଭେ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ହୂଶୟ ଅହୀଥୋଫଲଙ୍କର ପରାମର୍ଶକୁ ନଷ୍ଟ କଲେ ତେଣୁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ ଅବଶାଲୋମ ତାଙ୍କୁ କହିଲା, “ଅହୀଥୋଫଲ ଏପରି କହୁଅଛି, ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯେବେ ନ କରିବା ତେବେ ତୁମ୍ଭେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”