2 Samuel 17:7 — Compare Translations

5 translations compared side by side

Odia - 1840
"ହୂଶଯ ଅବଶା ଲୋମକକ୍ସ୍ଟ କହିଲା, ଅହୀଥୋଫଲଙ୍କ ଦ୍ବାରା ଦିଆୟାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହୂଶୟ ଅବଶାଲୋମକୁ କହିଲା, ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ହୂଶୟ ଅବଶାଲୋମକୁ କହିଲା, “ଅହୀଥୋଫଲଙ୍କ ଦ୍ୱାରା ଦିଆଯାଇଥିବା ମନ୍ତ୍ରଣା ଏହି ସମୟ ପାଇଁ ଭଲ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”