2 Samuel 17:8 — Compare Translations
5 translations compared side by side
Odia - 1840
"ହୂଶଯ ପକ୍ସ୍ଟଣି କହିଲା, ଆପଣ ନିଜର ବାପାଙ୍କକ୍ସ୍ଟ ଓ ତାଙ୍କର ଲୋକମାନଙ୍କୁ ଜାଣନ୍ତି, ସମାନେେ ବୀର ଓ କ୍ଷେତ୍ର ରେ ଛକ୍ସ୍ଟଆ ହରା ବନ୍ଯ ଭଲ୍ଲୁକପରି। ପକ୍ସ୍ଟଣି ଆପଣଙ୍କର ବାପା ଯୋଦ୍ଧା ଓ ସେ ରାତିସାରା ଲୋକମାନଙ୍କ ସଙ୍ଗ ରେ ରହିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୂଶୟ ଆହୁରି କହିଲା, ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହୂଶୟ ପୁଣି କହିଲା, “ଆପଣ ନିଜର ବାପାଙ୍କୁ ଓ ତାଙ୍କର ଲୋକମାନଙ୍କୁ ଜାଣନ୍ତି, ସେମାନେ ବୀର ଓ କ୍ଷେତ୍ରରେ ଛୁଆ ହରା ବନ୍ୟ ଭଲ୍ଲୁକପରି। ପୁଣି ଆପଣଙ୍କର ବାପା ଯୋଦ୍ଧା ଓ ସେ ରାତିସାରା ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।