2 Samuel 17:9 — Compare Translations
5 translations compared side by side
Odia - 1840
"ଦେଖନ୍ତକ୍ସ୍ଟ, ସେ ଏବେ କୌଣସି ଗକ୍ସ୍ଟମ୍ଫା ରେ, ରାସ୍ତା ରେ କି ଅନ୍ୟ କୌଣସି ସ୍ଥାନ ରେ ଲକ୍ସ୍ଟଚକ୍ସ୍ଟଛନ୍ତି। ଯଦି ତୁମ୍ଭର ପିତା ଲୋକମାନଙ୍କୁ ପ୍ରଥମ ଆକ୍ରମଣ କରନ୍ତି, ଲୋକମାନେ ଏ ଖବର ଶକ୍ସ୍ଟଣିବେ। ସମାନେେ ଭାବିବେ, 'ଅବଶା ଲୋମର ଅନକ୍ସ୍ଟସରଣକାରୀମାନେ ହତାଶ ହେଉଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖନ୍ତୁ, ସେ ଏବେ କୌଣସି ଗୁମ୍ଫାରେ, ରାସ୍ତାରେ କି ଅନ୍ୟ କୌଣସି ସ୍ଥାନରେ ଲୁଚୁଛନ୍ତି। ଯଦି ତୁମ୍ଭର ପିତା ଲୋକମାନଙ୍କୁ ପ୍ରଥମେ ଆକ୍ରମଣ କରନ୍ତି, ଲୋକମାନେ ଏ ଖବର ଶୁଣିବେ, ସେମାନେ ଭାବିବେ, ‘ଅବଶାଲୋମର ଅନୁସରଣକାରୀମାନେ ହତାଶ ହେଉଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’
Odia IRV 2017 (ଓଡିଆ ବାଇବେଲ)
ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରି ଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’