2 Samuel 18:1 — Compare Translations
5 translations compared side by side
Odia - 1840
"ଦାଉଦ ଲୋକମାନଙ୍କୁ ଗଣି 1,000 ଜଣ ରେ ଜଣେ ଓ ପ୍ରତି 100 ଜଣ ରେ ଜଣେ ଲଖାେଏ ମକ୍ସ୍ଟଖିଆଙ୍କକ୍ସ୍ଟ ନିୟକ୍ସ୍ଟକ୍ତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଆପଣା ସଙ୍ଗୀ ଲୋକମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତି ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ ଦାଉଦ ଲୋକମାନଙ୍କୁ ଗଣି 1000 ଜଣରେ ଜଣେ ଓ ପ୍ରତି 100 ଜଣରେ ଜଣେ ଲେଖାଏ ମୁଖିଆଙ୍କୁ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।