2 Samuel 18:10 — Compare Translations

5 translations compared side by side

Odia - 1840
"ସହେି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକକ୍ସ୍ଟ ଜଣାଇ ଦଲୋ, ମୁ ଅବଶା ଲୋମକକ୍ସ୍ଟ ଆଲୋନ ବୃକ୍ଷ ରେ ଟଙ୍ଗା ହାଇେଥିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଜଣେ ମନୁଷ୍ୟ ତାହା ଦେଖି ଯୋୟାବକୁ ଜଣାଇ କହିଲା, ଦେଖ, ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକୁ ଜଣାଇ ଦେଲା, “ମୁଁ ଅବଶାଲୋମକୁ ଅଲୋନ ବୃକ୍ଷରେ ଟଙ୍ଗା ହୋଇଥିବାର ଦେଖିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”