2 Samuel 18:11 — Compare Translations
5 translations compared side by side
Odia - 1840
"ଯୋୟାବ ସେ ଲୋକକୁ କହିଲେ, ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକକ୍ସ୍ଟ ମାରି ଭୂମିରେ ପକାଇ ନ ଦଲେ? ତାହା କରିଥିଲେ ମୁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦଇେଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋୟାବ ତାହା ଜଣାଇବା ଲୋକକୁ କହିଲା, ଦେଖ, ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ସେ ଲୋକକୁ କହିଲେ, “ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ ମୁଁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥା’ନ୍ତି।”