2 Samuel 18:12 — Compare Translations
5 translations compared side by side
Odia - 1840
"ସେ ଲୋକଟି ଯୋୟାବକକ୍ସ୍ଟ କହିଲା, ମୁ ସେ ରାଜପକ୍ସ୍ଟତ୍ରକକ୍ସ୍ଟ ମାରି ପାରି ନ ଥାନ୍ତି, ମାେତେ ଆପଣ ଯେତେ ଧନ ଦେଲବେି। ବା 1,000 ଖଣ୍ତ ରୂପା ଦେଲେ ମଧ୍ଯ ଏକାର୍ୟ୍ଯ ଅସମ୍ଭବ। କାହିଁକି? କାରଣ ଆମ୍ଭମାନେେ ରାଜାଙ୍କର ଆଦେଶ ତକ୍ସ୍ଟମ୍ଭ ପ୍ରତି, ଅବୀଶଯ ପ୍ରତି ଓ ଇତ୍ତଯ ପ୍ରତି ଶକ୍ସ୍ଟଣିଥିଲକ୍ସ୍ଟ। ରାଜାଙ୍କର ଆଦେଶ ଥିଲା, 'ସାବଧାନ, ଅବଶା ଲୋମକକ୍ସ୍ଟ ଆଘାତ କର ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ମନୁଷ୍ୟ ଯୋୟାବକୁ କହିଲା, ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ତ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଯେକେହି ହୁଅ, ସେହି ଯୁବା ଅବଶାଲୋମ ବିଷୟରେ ଜାଗ୍ରତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକଟି ଯୋୟାବକୁ କହିଲା, “ମୁଁ ସେ ରାଜପୁତ୍ରକୁ ମାରି ପାରି ନ ଥା’ନ୍ତି, ମୋତେ ଆପଣ ଯେତେ ଧନ ଦେଲେବି। ବା 1000 ଖଣ୍ତ ରୂପା ଦେଲେ ମଧ୍ୟ ଏକାର୍ଯ୍ୟ ଅସମ୍ଭବ। କାରଣ ଆମ୍ଭେମାନେ ରାଜାଙ୍କର ଆଦେଶ ତୁମ୍ଭ ପ୍ରତି, ଅବୀଶୟ ପ୍ରତି ଓ ଇତ୍ତୟ ପ୍ରତି ଶୁଣିଥିଲୁ। ରାଜାଙ୍କର ଆଦେଶ ଥିଲା, ‘ସାବଧାନ, ଅବଶାଲୋମକୁ ଆଘାତ କର ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମକୁ ସ୍ପର୍ଶ କରିବ ନାହିଁ।’