2 Samuel 18:13 — Compare Translations
5 translations compared side by side
Odia - 1840
"ଯଦି ମୁ ଅବଶାଲୋମକକ୍ସ୍ଟ ହତ୍ଯା କରିଥାନ୍ତି, ରାଜା ଏକଥା ଜାଣିଥାନ୍ତେ ଏବଂ ଆପଣ ମାରେ ରକ୍ଷା କରିବାକୁ ଆସି ନଥାନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ଵାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; ଆଉ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମୁଁ ଅବଶାଲୋମକୁ ହତ୍ୟା କରିଥା’ନ୍ତି, ରାଜା ଏ କଥା ଜାଣିଥା’ନ୍ତେ ଏବଂ ଆପଣ ମୋର ରକ୍ଷା କରିବାକୁ ଆସି ନ ଥା’ନ୍ତେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥା’ନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥା’ନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”