2 Samuel 18:14 — Compare Translations

5 translations compared side by side

Odia - 1840
"ଯୋୟାବ କହିଲା, ମୁ ଏଠା ରେ ତକ୍ସ୍ଟମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯୋୟାବ କହିଲା, ମୁଁ ତୁମ୍ଭ ସଙ୍ଗେ ଏପରି ବିଳମ୍ଵ କରି ନ ପାରେ । ତହୁଁ ସେ ଆପଣା ହସ୍ତରେ ତିନୋଟି କେଞ୍ଚା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ କହିଲେ, “ମୁଁ ଏଠାରେ ତୁମ୍ଭ ସହିତ ସମୟ ନଷ୍ଟ କରି ପାରିବି ନାହିଁ।” ଅବଶାଲୋମ ତଥାପି ଜୀବିତ ଅବସ୍ଥାରେ ଅଲୋ‌ନ୍‌ଗଛରେ ଝୁଲୁଥିଲା। ଯୋୟାବ ଏକ ତ୍ରିଶୁଳ ନେଇ ଅବଶାଲୋମର ଛାତିରେ ଆଘାତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।