2 Samuel 18:15 — Compare Translations

5 translations compared side by side

Odia - 1840
"ଯୋୟାବଙ୍କର ଦଶ ଜଣ ୟକ୍ସ୍ଟବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ୟକ୍ସ୍ଟଦ୍ଧ ରେ ସାହାୟ୍ଯ କରୁଥିଲେ। ସହେି ସୈନିକମାନେ ଅବଶା ଲୋମର ଚତକ୍ସ୍ଟପାଶର୍‌ବ ରେ ଏକତ୍ରୀତ ହାଇେ ତାକକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମକୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବଙ୍କର ଦଶ ଜଣ ଯୁବା ସୈନିକ ଥିଲେ। ଯେଉଁମାନେ ତାଙ୍କୁ ଯୁଦ୍ଧରେ ସାହାଯ୍ୟ କରୁଥିଲେ। ସେହି ସୈନିକମାନେ ଅବଶାଲୋମର ଚତୁର୍ପାର୍ଶ୍ୱରେ ଏକତ୍ରିତ ହୋଇ ତାକୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।