2 Samuel 18:16 — Compare Translations

5 translations compared side by side

Odia - 1840
"ଯୋୟାବ ତୂରୀ ବଜାଇ ଇଶ୍ରାୟେଲୀୟମାନଙ୍କ ପଛ ରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋୟାବ ତୂରୀ ବଜାନ୍ତେ, ଲୋକମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ଲୋକମାନଙ୍କୁ ଅଟକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ତୂରୀ ବଜାଇ ଇସ୍ରାଏଲୀୟମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ ନିର୍ଦ୍ଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।