2 Samuel 18:17 — Compare Translations
5 translations compared side by side
Odia - 1840
"ତା'ପରେ ଯୋୟାବର ଲୋକମାନେ ଅବଶା ଲୋମର ମୃତ ଶରୀରକକ୍ସ୍ଟ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତ ରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକକ୍ସ୍ଟ ପଥର ପକଇେ ପୋତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲୋକମାନେ ଅବଶାଲୋମକୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ପଳାଇ ପ୍ରତ୍ୟେକେ ଆପଣା ତମ୍ଵୁକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋୟାବର ଲୋକମାନେ ଅବଶାଲୋମର ମୃତ ଶରୀରକୁ ଆଣିଲେ। ଏବଂ ଜଙ୍ଗଲର ଏକ ଗର୍ତ୍ତରେ ଫିଙ୍ଗି ଦେଲେ। ଏବଂ ସେ ଗର୍ତ୍ତକୁ ପଥର ପକେଇ ପୋତି ଦେଲେ। ଯେଉଁ ଇସ୍ରାଏଲୀୟମାନେ ଅବଶାଲୋମଙ୍କର ସାଙ୍ଗ ଦେଇଥିଲେ, ସେମାନେ ସେମାନଙ୍କର ଗୃହକୁ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।