2 Samuel 18:19 — Compare Translations
5 translations compared side by side
Odia - 1840
"ଏହାପରେ ସାଦୋକର ପକ୍ସ୍ଟତ୍ର ଅହୀମାସ ଯୋୟାବଙ୍କକ୍ସ୍ଟ କହିଲା, ମୁ ଧାଇଁବି ଏବଂ ରାଜାଙ୍କକ୍ସ୍ଟ କହିବି ଯେ, ସଦାପ୍ରଭୁ ତାଙ୍କର ଶତୃମାନଙ୍କୁ ଧ୍ବଂସ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, ସଦାପ୍ରଭୁ କିରୂପେ ରାଜାଙ୍କର ଶତ୍ରୁମାନଙ୍କଠାରୁ ପରିଶୋଧ ନେଇଅଛନ୍ତି, ଏହି ସୁସମ୍ଵାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବଙ୍କର ସମ୍ବାଦ ଦାଉଦଙ୍କ ପାଖକୁ ଏହା ପରେ ସାଦୋକର ପୁତ୍ର ଅହୀମାସ ଯୋୟାବଙ୍କୁ କହିଲେ, “ମୁଁ ଧାଇଁବି ଏବଂ ରାଜାଙ୍କୁ କହିବି ଯେ, ସଦାପ୍ରଭୁ ତାଙ୍କର ଶତ୍ରୁମାନଙ୍କୁ ଧ୍ୱଂସ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”