2 Samuel 18:2 — Compare Translations
5 translations compared side by side
Odia - 1840
"ଦାଉଦ ତାଙ୍କର ଲୋକମାନଙ୍କୁ ମାଟେ ତିନି ଭାଗ ରେ ବିଭକ୍ତ କଲେ। ଯୋୟାବ ଦାଉଦଙ୍କର ଏକ ତୃତୀଯାଂଶ ଲୋକମାନଙ୍କ ଉପରେ ନିୟକ୍ସ୍ଟକ୍ତି ହେଲେ। ଅନ୍ୟ ଏକ ତୃତୀଯାଂଶ ଯୋୟାବର ଭାଇ ସରକ୍ସ୍ଟଯାର ପକ୍ସ୍ଟତ୍ର ଅବୀଶଯର ଆଦେଶର ଅଧିନ ରେ ରହିଲା ଏବଂ ଅବଶିଷ୍ଟ ଏକ ତୃତୀଯାଂଶ ଗାଥର ଇତ୍ତଯ ଆଦେଶର ଅଧିନ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଯୋୟାବ ହସ୍ତରେ ଲୋକମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ । ଆଉ ରାଜା ଲୋକମାନଙ୍କୁ କହିଲେ, ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କର ଲୋକମାନଙ୍କୁ ମୋଟ ତିନି ଭାଗରେ ବିଭକ୍ତ କଲେ। ଯୋୟାବ ଦାଉଦଙ୍କର ଏକ ତୃତୀୟାଂଶ ଲୋକମାନଙ୍କ ଉପରେ ନିଯୁକ୍ତି ହେଲେ। ଅନ୍ୟ ଏକ ତୃତୀୟାଂଶ ଯୋୟାବର ଭାଇ ସରୁୟାର ପୁତ୍ର ଅବୀଶୟର ଆଦେଶର ଅଧୀନରେ ରହିଲା ଏବଂ ଅବଶିଷ୍ଟ ଏକ ତୃତୀୟାଂଶ ଗାଥ୍ର ଇତ୍ତୟ ଆଦେଶର ଅଧୀନରେ ଥିଲେ। ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କ ସହିତ ଯୁଦ୍ଧକୁ ଯିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”
Odia IRV 2017 (ଓଡିଆ ବାଇବେଲ)