2 Samuel 18:20 — Compare Translations
5 translations compared side by side
Odia - 1840
"ଯୋୟାବ ଉତ୍ତର ରେ ଅହୀମାସକକ୍ସ୍ଟ କହିଲା, ନାଁ, ତୁମ୍ଭେ ଏ ସମ୍ବାଦ ଦାଉଦଙ୍କ ପାଖକକ୍ସ୍ଟ ନଇେ ୟିବା ନାହିଁ। ତୁମ୍ଭେ ଏ ସମ୍ବାଦ ଅନ୍ୟ ସମୟରେ ନଇୟିବେ। କିନ୍ତୁ ଆଜି ନବେ ନାହିଁ। କାହିଁକି? ରାଜାଙ୍କର ପକ୍ସ୍ଟତ୍ର ମରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୋୟାବ ତାହାକୁ କହିଲା, ଆଜି ତୁମ୍ଭେ ସୁସମ୍ଵାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ଵାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ଵାଦ ନେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଉତ୍ତରରେ ଅହୀମାସକୁ କହିଲେ, “ନାଁ, ତୁମ୍ଭେ ଏ ସମ୍ବାଦ ଦାଉଦଙ୍କ ପାଖକୁ ନେଇ ଯିବ ନାହିଁ। ତୁମ୍ଭେ ଏ ସମ୍ବାଦ ଅନ୍ୟ ସମୟରେ ନେଇଯିବ। କିନ୍ତୁ ଆଜି ନେବ ନାହିଁ। କାରଣ ରାଜାଙ୍କର ପୁତ୍ର ମରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”