2 Samuel 18:21 — Compare Translations
5 translations compared side by side
Odia - 1840
"ଏହାପରେ ଯୋୟାବ କୂଶୀଯରକ୍ସ୍ଟ ଆସିଥିବା ଲୋକକୁ କହିଲା, ତୁମ୍ଭେ ୟାଅ, ଆଉ ଯାହା ଦେଖିଛ ତାହା ରାଜାଙ୍କକ୍ସ୍ଟ କକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯୋୟାବ କୂଶୀୟକୁ କହିଲା, ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ । ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯୋୟାବ କୂଶୀୟରୁ ଆସିଥିବା ଲୋକକୁ କହିଲେ, “ତୁମ୍ଭେ ଯାଅ, ଆଉ ଯାହା ଦେଖିଛ ତାହା ରାଜାଙ୍କୁ କୁହ।” ତେଣୁ କୂଶୀୟ ତାଙ୍କୁ ପ୍ରଣାମ କରି ଦାଉଦଙ୍କ ନିକଟକୁ କହିବାକୁ ଦୌଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।