2 Samuel 18:22 — Compare Translations

5 translations compared side by side

Odia - 1840
"କିନ୍ତୁ ସାଦୋକର ପକ୍ସ୍ଟତ୍ର ଅହୀମାସ ପକ୍ସ୍ଟନର୍ବାର ଯୋୟାବକକ୍ସ୍ଟ ଅନକ୍ସ୍ଟ ରୋଧ କଲା, ଯାହା ହେଉନା ପେଛ, ମାେତେ ମଧ୍ଯ ସଇେ କୂସୀଯମାନଙ୍କ ପଛ ରେ ଦାଉଦଙ୍କ ଆଡକକ୍ସ୍ଟ ଧାଇଁବାକକ୍ସ୍ଟ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସାଦୋକର ପୁତ୍ର ଅହୀମାସ୍ ପୁନର୍ବାର ଯୋୟାବକୁ କହିଲା, ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ । ତହିଁରେ ଯୋୟାବ କହିଲା, ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ଵାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସାଦୋକର ପୁତ୍ର ଅହୀମାସ ପୁନର୍ବାର ଯୋୟାବକୁ ଅନୁରୋଧ କଲା, “ଯାହା ହେଉନା ପଛେ, ମୋତେ ମଧ୍ୟ ସେଇ କୂଶୀୟମାନଙ୍କ ପଛରେ ଦାଉଦଙ୍କ ଆଡ଼କୁ ଧାଇଁବାକୁ ଦିଅ।” ଯୋୟାବ କହିଲେ, “ମୋ’ ପୁତ୍ର, ତୁମ୍ଭେ କାହିଁକି ଏ ଖବର ନେବାକୁ ଇଚ୍ଛା କର? ଏହା ପାଇଁ କୌଣସି ପୁରସ୍କାର ପାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋ’ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”