2 Samuel 18:23 — Compare Translations
5 translations compared side by side
Odia - 1840
"ଅହୀମାସ ଉତ୍ତର ଦଲୋ, ଯାହା ହେଉନା କାହିଁକି ମୁ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ କହିଲା, ଯାହାହେଉ, ମୁଁ ଦୌଡ଼ୁଅଛି । ତହିଁରେ ଯୋୟାବ ତାହାକୁ କହିଲା, ଦୌଡ଼ । ତହୁଁ ଅହୀମାସ୍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀମାସ ଉତ୍ତର ଦେଲା, “ଯାହା ହେଉନା କାହିଁକି ମୁଁ ଯିବି।” ତହିଁରେ ଯୋୟାବ ତାକୁ କହିଲେ, “ଠିକ୍ ଅଛି, ତୁମ୍ଭେ ଦାଉଦଙ୍କ ନିକଟକୁ ଦୌଡ଼।” ଏହା ପରେ ଅହୀମାସ ଯର୍ଦ୍ଦନ ଉପତ୍ୟକା ଦେଇ କୂଶୀୟକୁ ଅତିକ୍ରମ କରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍ ପ୍ରାନ୍ତର ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।