2 Samuel 18:24 — Compare Translations

5 translations compared side by side

Odia - 1840
"ଦାଉଦ ନଗରର ଦକ୍ସ୍ଟଇ ଫାଟକର ମଧିଅରେ ବସିଥିଲେ। ତା'ପରେ ଜଣେ ପ୍ରହରୀ ଦ୍ବାର ଛାତର କାନ୍ଥ ଉପରକକ୍ସ୍ଟ ୟାଇ ଦେଖିଲା ଜଣେ ଲୋକ ଦୌଡି ଦୌଡି ଆସକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ନଗରର ଦ୍ଵାରଦ୍ଵୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ଵାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସମ୍ବାଦ ଶୁଣିଲେ ଦାଉଦ ନଗରର ଦୁଇ ଫାଟକର ମଧ୍ୟରେ ବସିଥିଲେ। ତା’ପରେ ଜଣେ ପ୍ରହରୀ ଦ୍ୱାର ଛାତର କାନ୍ଥ ଉପରକୁ ଯାଇ ଦେଖିଲା ଜଣେ ଲୋକ ଦୌଡ଼ି ଦୌଡ଼ି ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟ ସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।