2 Samuel 18:26 — Compare Translations

5 translations compared side by side

Odia - 1840
"ପ୍ରହରୀ ଆଉ ଜଣେ ଦୌଡି ଆସିବାର ଦେଖିଲା। ପ୍ରହରୀ ଜଣକ ଦ୍ବାରପାଳକକ୍ସ୍ଟ ଡାକି କହିଲା, ଦେଖ! ଆଉ ଜଣେ ଲୋକ ଦୌଡି ଆସକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚୈଃସ୍ଵରରେ ଦ୍ଵାରୀକି ଡାକି କହିଲା, ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି । ତହିଁରେ ରାଜା କହିଲେ, ସେ ମଧ୍ୟ ସୁସମ୍ଵାଦ ଆଣୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରହରୀ ଆଉ ଜଣେ ଦୌଡ଼ି ଆସିବାର ଦେଖିଲା। ପ୍ରହରୀ ଜଣକ ଦ୍ୱାରପାଳକୁ ଡାକି କହିଲା, “ଦେଖ! ଆଉ ଜଣେ ଲୋକ ଦୌଡ଼ି ଆସୁଅଛି।” ରାଜା କହିଲେ, “ସେ ମଧ୍ୟ ଖବର ଆଣୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚୈଃସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”