2 Samuel 18:27 — Compare Translations

5 translations compared side by side

Odia - 1840
"ପ୍ରହରୀ ଜଣକ କହିଲା, ମୁ ଭାବକ୍ସ୍ଟଛି ପ୍ରଥମ ଲୋକଟି ସାଦୋକର ପକ୍ସ୍ଟତ୍ର ଅହୀମାସ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପ୍ରହରୀ କହିଲା, ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍ର ଦୌଡ଼ ପରି ମୋହର ବୋଧ ହୁଏ । ତେବେ ରାଜା କହିଲେ, ସେ ଭଲ ଲୋକ, ସେ ଭଲ ସମ୍ଵାଦ ନେଇ ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରହରୀ ଜଣକ କହିଲା, “ମୁଁ ଭାବୁଛି ପ୍ରଥମ ଲୋକଟି ସାଦୋକର ପୁତ୍ର ଅହୀମାସ୍।” ରାଜା କହିଲେ, “ଅହୀମାସ ଜଣେ ଉତ୍ତମ ଲୋକ। ସେ ନିଶ୍ଚିତ ଏକ ଭଲ ଖବର ନେଇ ଆସିଥିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍‍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍‍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”