2 Samuel 18:28 — Compare Translations
5 translations compared side by side
Odia - 1840
"ଅହୀମାସ ଉଚ୍ଚସ୍ବର ରେ କହିଲା, ସବୁ ମଙ୍ଗଳ! ଅହୀମାସ ରାଜାଙ୍କ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁ ମାଡି ପ୍ରଣାମ କଲା। ଅହୀମାସ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ବରଙ୍କର ପ୍ରଶଂସା କରନ୍ତକ୍ସ୍ଟ। ମାରେ ସଦାପ୍ରଭୁ ସହେିମାନଙ୍କୁ ପରାସ୍ତ କରିଛନ୍ତି, ଯେଉଁମାନେ ରାଜାଙ୍କ ବିରକ୍ସ୍ଟଦ୍ଧ ରେ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, ସବୁ ମଙ୍ଗଳ । ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରି ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅହୀମାସ ଉଚ୍ଚସ୍ୱରରେ କହିଲା, “ସବୁ ମଙ୍ଗଳ!” ଅହୀମାସ ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କଲା। ଅହୀମାସ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କର ପ୍ରଶଂସା କରନ୍ତୁ। ମୋର ସଦାପ୍ରଭୁ ସେହିମାନଙ୍କୁ ପରାସ୍ତ କରିଛନ୍ତି, ଯେଉଁମାନେ ରାଜାଙ୍କ ବିରୁଦ୍ଧରେ ଯାଉଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରି ଦେଇଅଛନ୍ତି।”