2 Samuel 18:31 — Compare Translations

5 translations compared side by side

Odia - 1840
"ଠିକ୍ ତା'ପରେ ସମୟରେ କୂଶୀଯ ଆସି ପହଞ୍ଚିଲା। ସେ କହିଲା, ମାରେ ପ୍ରଭକ୍ସ୍ଟ ମହାରାଜାଙ୍କ ପାଇଁ ଏକ ସକ୍ସ୍ଟସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରକ୍ସ୍ଟଦ୍ଧାଚରଣ କରୁଥିଲେ ସମାନଙ୍କେୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହୁଞ୍ଚିଲା; ଆଉ କୂଶୀୟ କହିଲା, ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ଵାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେ ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ତା’ପର ସମୟରେ କୂଶୀୟ ଆସି ପହଞ୍ଚିଲା। ସେ କହିଲା, “ମୋର ପ୍ରଭୁ ମହାରାଜାଙ୍କ ପାଇଁ ଏକ ସୁସମ୍ବାଦ ଅଛି। ଯେଉଁମାନେ ଆପଣଙ୍କର ବିରୁଦ୍ଧାଚରଣ କରୁଥିଲେ ସେମାନଙ୍କୁ ଆଜି ସଦାପ୍ରଭୁ ଦଣ୍ତିତ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋ’ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”