2 Samuel 18:32 — Compare Translations

5 translations compared side by side

Odia - 1840
"ରାଜା କୂଶୀଯକକ୍ସ୍ଟ ପଚାରିଲେ, ୟକ୍ସ୍ଟବକ ଅବଶା ଲୋମର ମଙ୍ଗଳ ତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ସେହି କୂଶୀୟକୁ ପଚାରିଲେ, ସେ ଯୁବାଲୋକ ଅବଶାଲୋମର ମଙ୍ଗଳ ତ? ତହିଁରେ କୂଶୀୟ ଉତ୍ତର କଲା, ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେସମସ୍ତେ ସେହି ଯୁବାଲୋକ ପରି ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା କୂଶୀୟକୁ ପଗ୍ଭରିଲେ, “ଯୁବକ ଅବଶାଲୋମର ମଙ୍ଗଳ ତ?” କୂଶୀୟ ଉତ୍ତର ଦେଲା, “ମୋର ପ୍ରଭୁ ମହାରାଜାଙ୍କର ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁ ଲୋକମାନେ ଆଗେଇ ଆସିଥିଲେ, ସମସ୍ତେ ସେହି ଯୁବକ ଅବଶାଲୋମ ପରି ହୁଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋ’ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”