2 Samuel 18:33 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦକ୍ସ୍ଟଃଖ ରେ ଭାଙ୍ଗି ପଡିଲେ, ସେ ନଗର ଦ୍ବାର ଉପରିସ୍ଥ କୋଠରୀକକ୍ସ୍ଟ ୟାଇ କ୍ରନ୍ଦନ କଲେ। ସେ କଠାେରୀ ରେ ଏପଟରକ୍ସ୍ଟ ସପଟେ କ୍ରନ୍ଦନ କରି କରି ବକ୍ସ୍ଟଲକ୍ସ୍ଟଥାନ୍ତି। ସେ କହକ୍ସ୍ଟଥିଲେ, ହେ ମାରେ ପକ୍ସ୍ଟତ୍ର ଅବଶା ଲୋମ, ମାରେ ପକ୍ସ୍ଟତ୍ର ଅବଶା ଲୋମ, ମୁ ଆଶା କରୁଥିଲି ମୁ ତକ୍ସ୍ଟମ୍ଭ ବଦଳ ରେ ମରିଥାନ୍ତି କି! ହାୟ ମାରେ ପକ୍ସ୍ଟତ୍ର ଅବଶା ଲୋମ ମାରେ ପକ୍ସ୍ଟତ୍ର, ଅବଶାଲୋମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ଵାର-ଉପରିସ୍ଥ କୋଠରିକି ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମଣ! ଯେବେ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ, ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦୁଃଖରେ ଭାଙ୍ଗି ପଡ଼ିଲେ, ସେ ନଗର ଦ୍ୱାର ଉପରିସ୍ଥ କୋଠରୀକୁ ଯାଇ କ୍ରନ୍ଦନ କଲେ। ସେ କୋଠରୀରେ ଏପଟରୁ ସେପଟ କ୍ରନ୍ଦନ କରି କରି ବୁଲୁଥା’ନ୍ତି। ସେ କହୁଥିଲେ, “ହେ ମୋର ପୁତ୍ର ଅବଶାଲୋମ, ମୋର ପୁତ୍ର ଅବଶାଲୋମ, ମୁଁ ଆଶା କରୁଥିଲି ମୁଁ ତୁମ୍ଭ ବଦଳରେ ମରିଥା’ନ୍ତି କି! ହାୟ ମୋର ପୁତ୍ର ଅବଶାଲୋମ ମୋର ପୁତ୍ର, ଅବଶାଲୋମ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥା’ନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”