2 Samuel 18:4 — Compare Translations
5 translations compared side by side
Odia - 1840
"ରାଜା ତାଙ୍କର ଲୋକମାନଙ୍କୁ କହିଲେ, ତୁମ୍ଭମାନେେ ଯାହା ଉତ୍ତମ ବିଗ୍ଭର କର ମୁ ତାହା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ସେମାନଙ୍କୁ କହିଲେ, ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି । ଏଉତ୍ତାରେ ରାଜା ନଗର ଦ୍ଵାର-ପାର୍ଶ୍ଵରେ ଠିଆ ହେଲେ ଓ ସମସ୍ତ ଲୋକ ଶତ ଶତ ଓ ସହସ୍ର ସହସ୍ର ହୋଇ ବାହାରି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଉତ୍ତମ ବିଗ୍ଭର କର ମୁଁ ତାହା କରିବି।” ଏହା ପରେ ସେ ନଗର ଫାଟକ ପାର୍ଶ୍ୱରେ ଛିଡ଼ା ହେଲେ ଓ ହଜାର ଲୋକ ଦଳ ଦଳ ହୋଇ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ବରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରି ଗଲେ।