2 Samuel 18:5 — Compare Translations

5 translations compared side by side

Odia - 1840
"ରାଜା ଯୋୟାବ ଅବୀଶଯ ଓ ଇତ୍ତଯକକ୍ସ୍ଟ ଆଦେଶ ଦଇେ କହିଲେ, ମାେ ପାଇଁ ଅବଶା ଲୋମ ପ୍ରତି ଭଦ୍ର ବ୍ଯବହାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର । ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କି ଏହି ଆଜ୍ଞା ଦେବା ବେଳେ ସମସ୍ତ ଲୋକ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯୋୟାବ ଅବୀଶୟ ଓ ଇତ୍ତୟକୁ ଆଦେଶ ଦେଇ କହିଲେ, “ମୋ’ ପାଇଁ ଅବଶାଲୋମ ପ୍ରତି ଭଦ୍ର ବ୍ୟବହାର କର।” ଯେତେବେଳେ ରାଜା ଏହି ଆଦେଶ ସମସ୍ତ ଅଧିପତିମାନଙ୍କୁ ଦେଲେ, ସମସ୍ତ ଲୋକ ଏ କଥା ଶୁଣି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋ’ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।