2 Samuel 18:6 — Compare Translations
5 translations compared side by side
Odia - 1840
"ଏହିପରି ଦାଉଦଙ୍କର ଲୋକମାନେ ଇଶ୍ରାୟେଲୀୟ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କ୍ଷେତ୍ରକକ୍ସ୍ଟ ଗଲେ ଓ ଇଫ୍ରଯିମ ବଣ ରେ ୟକ୍ସ୍ଟଦ୍ଧ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଲୋକମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ବନରେ ଯୁଦ୍ଧ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ସେନା ଅବଶାଲୋମଙ୍କର ସେନାକୁ ପରାଜିତ କଲେ ଏହିପରି ଦାଉଦଙ୍କର ଲୋକମାନେ ଇସ୍ରାଏଲୀୟ ବିରୁଦ୍ଧରେ ଯୁଦ୍ଧ କ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ବଣରେ ଯୁଦ୍ଧ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।