2 Samuel 18:7 — Compare Translations
5 translations compared side by side
Odia - 1840
"ସଠାେରେ ଇଶ୍ରାୟେଲୀୟ ଲୋକମାନେ ଦାଉଦଙ୍କ ସୈନ୍ଯମାନଙ୍କ ଆଗ ରେ ପରାସ୍ତ ହେଲେ ଓ ସହେିଦିନ ସଠାେରେ ବହକ୍ସ୍ଟତ କ୍ଷତି ହେଲା ଏବଂ 20,000 ଲୋକ ସଠାେରେ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ଲୋକମାନେ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଇସ୍ରାଏଲୀୟ ଲୋକମାନେ ଦାଉଦଙ୍କ ସୈନ୍ୟମାନଙ୍କ ଆଗରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ବହୁତ କ୍ଷତି ହେଲା ଏବଂ 20,000 ଲୋକ ସେଠାରେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।