2 Samuel 18:8 — Compare Translations

5 translations compared side by side

Odia - 1840
"ଦେଶୟାକ ୟକ୍ସ୍ଟଦ୍ଧ ବ୍ଯାପିଗଲା। ପକ୍ସ୍ଟଣି ସଦେିନ ଖଡ୍ଗଗ୍ରାସ କରିବା ଅପେକ୍ଷା ବନ ରେ ଅଧିକ ଲୋକ ଗ୍ରାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଶଯାକ ଯୁଦ୍ଧ ବ୍ୟାପିଗଲା; ପୁଣି ସେଦିନ ଖଡ଼୍‍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦେଶଯାକ ଯୁଦ୍ଧ ବ୍ୟାପିଗଲା। ପୁଣି ସେଦିନ ‌‌ଖ‌ଡ଼୍‌ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକ ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।