2 Samuel 18:9 — Compare Translations

5 translations compared side by side

Odia - 1840
"ଅବଶା ଲୋମ ଦାଉଦଙ୍କର ଅଧିକାରୀମାନଙ୍କ ସହିତ ଦଖାେ ହେଲା। ସେ ସମୟରେ ଅବଶା ଲୋମ ଖଚର ଉପରେ ଚଢି ଥିଲା। ସେ ଯେତବେେଳେ ଖଚର ରେ ଆରୋହଣ କରୁଥିଲା, ସେ ଖସିୟିବା ପାଇଁ ଗ୍ଭହକ୍ସ୍ଟଁଥିଲା ସମୟରେ ଏକ ବିରାଟ ଆଲୋନ୍ ବୃକ୍ଷ ରେ ତା'ର ମକ୍ସ୍ଟଣ୍ତ ଧକ୍କା ହେଲା ଏବଂ ବାଳଗକ୍ସ୍ଟଡାକ ଗଛ ଡାଳ ରେ ଲାଗି ଭୂମିର ଉପରେ ଝକ୍ସ୍ଟଲି ରହିଲା। ଯେତବେେଳେ ଖଚରଟି ସହେି ବାଟେ ଦୌଡିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବଶାଲୋମ ଅକସ୍ମାତ୍ ଦାଉଦଙ୍କର ଦାସମାନଙ୍କୁ ଭେଟିଲା । ସେ ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶାଲୋମ ଦାଉଦଙ୍କର ଅଧିକାରୀମାନଙ୍କ ସହିତ ଦେଖା ହେଲା। ସେ ସମୟରେ ଅବଶାଲୋମ ଖଚର ଉପରେ ଚଢ଼ି ଥିଲା। ସେ ଯେତେବେଳେ ଖଚରରେ ଆରୋହଣ କରୁଥିଲା, ସେ ଖସିଯିବା ପାଇଁ ଗ୍ଭହୁଁଥିଲା ସେହି ସମୟରେ ଏକ ବିରାଟ ଅଲୋ‌ନ୍‌ବୃକ୍ଷରେ ତା’ର ମୁଣ୍ଡ ଧ‌କ୍‌କା ହେଲା ଏବଂ ବାଳଗୁଡ଼ାକ ଗଛ ଡାଳରେ ଲାଗି ଭୂମିର ଉପରେ ଝୁଲି ରହିଲା। ଯେତେବେଳେ ଖଚରଟି ସେହି ବାଟେ ଦୌଡ଼ିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)