2 Samuel 19:1 — Compare Translations

5 translations compared side by side

Odia - 1840
"ସଲାକମାଲନସଯାୟାବକକ୍ସ୍ଟ ଏ ଖବର ଜଣାଇଲଲ।ସସମାଲନସଯାୟାବକକ୍ସ୍ଟ କହିଲଲ, ସଦଖନ୍ତକ୍ସ୍ଟ ରାଜା ଅବଶାସଲାମ ପାଇଁ କ୍ରନ୍ଦନ କରୁଛନ୍ତି ଓ ଶୋକ ମଧ୍ଯ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କେହି ଯୋୟାବକୁ କହିଲା, ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଦାଉଦଙ୍କୁ ଗାଳି ଦେଲେ ଲୋକମାନେ ଯୋୟାବକୁ ଏ ଖବର ଜଣାଇଲେ। ସେମାନେ ଯୋୟାବକୁ କହିଲେ, “ଦେଖନ୍ତୁ ରାଜା ଅବଶାଲୋମ ପାଇଁ କ୍ରନ୍ଦନ କରୁଛନ୍ତି ଓ ଶୋକ ମଧ୍ୟ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।”