2 Samuel 19:10 — Compare Translations
5 translations compared side by side
Odia - 1840
"ସତଣୁ ବର୍ତ୍ତମାନ ଅବଶାଲଲାମକକ୍ସ୍ଟ ଆମ୍ଲଭ ଯାହାକକ୍ସ୍ଟ ରାଜା କରିଥିଲକ୍ସ୍ଟସସ ବର୍ତ୍ତମାନ ମୃତ।ସସ ୟକ୍ସ୍ଟଦ୍ଧସର ମୃତକ୍ସ୍ଟ୍ଯବରଣ କଲଲ।ସତଣୁ ଆମ୍ଲଭମାଲନ ଦାଉଦଙ୍କକ୍ସ୍ଟ ଆଉଥଲର ଆମ୍ଭମାନଙ୍କର ରାଜା କରିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମକୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି । ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବର୍ତ୍ତମାନ ଅବଶାଲୋମକୁ ଆମ୍ଭେ ଯାହାକୁ ରାଜା କରିଥିଲୁ ସେ ବର୍ତ୍ତମାନ ମୃତ। ସେ ଯୁଦ୍ଧରେ ମୃତ୍ୟୁବରଣ କଲେ। ତେଣୁ ଆମ୍ଭେମାନେ ଦାଉଦଙ୍କୁ ଆଉଥରେ ଆମ୍ଭମାନଙ୍କର ରାଜା କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମକୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”