2 Samuel 19:12 — Compare Translations

5 translations compared side by side

Odia - 1840
"ତୁମ୍ଲଭମାଲନସମାର ଭାଇ, ତୁମ୍ଲଭସହଉଛସମାର ପରିବାରବର୍ଗ,ସତଲବ ତୁମ୍ଲଭମାଲନ ରାଜାଙ୍କକ୍ସ୍ଟ ଫଲରାଇ ଆଣିବାସର କାହିଁକି ଅନ୍ତିମସଗାଷ୍ଠୀସହଉଛ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଶ୍ଚାତ୍ପଦ ହେଉଅଛ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋର ଭାଇ, ତୁମ୍ଭେ ହେଉଛ ମୋର ପରିବାରବର୍ଗ, ତେବେ ତୁମ୍ଭେମାନେ ରାଜାଙ୍କୁ ଫେରାଇ ଆଣିବାରେ କାହିଁକି ଅନ୍ତିମ ଗୋଷ୍ଠୀ ହେଉଛ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’