2 Samuel 19:13 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ତୁମ୍ଲଭ ୟାଅ ଅମାସାକକ୍ସ୍ଟ କକ୍ସ୍ଟହ, 'ତୁମ୍ଲଭସହଉଛସମାର ପରିବାର ଅଂଶ ସଦସ୍ଯ, ଯଦି ମୁସଯାୟାବଙ୍କ ସ୍ଥାନସର ତୁମ୍ଭକୁସସନାପତି ନ କଲର ପରଲମଶ୍ବରସମାଲତ ଦଣ୍ତସଦଲବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଅମାସାକୁ କୁହ, ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯେବେ ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ଵର ଆମ୍ଭକୁ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ?’ ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”