2 Samuel 19:14 — Compare Translations

5 translations compared side by side

Odia - 1840
"ଦାଉଦ ଏହିପରି ଭାବଲର ୟିହକ୍ସ୍ଟଦାର ସମସ୍ତସଲାକମାନଙ୍କର ହୃଦଯକକ୍ସ୍ଟ ଛକ୍ସ୍ଟଇଁ ଥିଲଲ।ସତଣୁସସମାଲନ ସମସ୍ଲତସଗାଟିଏସଲାକପରି ଏ କଥାସର ସମ୍ମତି ପ୍ରକାଶ କଲଲ। ୟିହକ୍ସ୍ଟଦାରସଲାକମାଲନ ରାଜା ଦାଉଦଙ୍କ ନିକଟକକ୍ସ୍ଟ ଦୂତ ପଠାଇଲଲ,ସସମାଲନ କହିଲଲ, ଆପଣ ଓ ଆପଣଙ୍କର ସମସ୍ତ ଦାସସଫରି ଆସନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ନତ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏହିପରି ଭାବରେ ଯିହୁଦାର ସମସ୍ତ ଲୋକମାନଙ୍କର ହୃଦୟକୁ ଛୁଁଇ ଥିଲେ। ତେଣୁ ସେମାନେ ସମସ୍ତେ ଗୋଟିଏ ଲୋକପରି ଏ କଥାରେ ସମ୍ମତି ପ୍ରକାଶ କଲେ। ଯିହୁଦାର ଲୋକମାନେ ରାଜା ଦାଉଦଙ୍କ ନିକଟକୁ ଦୂତ ପଠାଇଲେ, ସେମାନେ କହିଲେ, “ଆପଣ ଓ ଆପଣଙ୍କର ସମସ୍ତ ଦାସ ଫେରି ଆସନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”