2 Samuel 19:15 — Compare Translations

5 translations compared side by side

Odia - 1840
"ସତଣୁ ରାଜା ଦାଉଦ ୟର୍ଦ୍ଦନ ନଦୀ ପର୍ୟ୍ଯନ୍ତ ଗଲଲ। ୟକ୍ସ୍ଟହକ୍ସ୍ଟଦାରସଲାକମାଲନ ରାଜାଙ୍କକ୍ସ୍ଟ ଗିଲଗଲଠାଲର ଭଲଟିଲଲ ଓ ୟର୍ଦ୍ଦନ ପାର କରିସନଇଗଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟି ଯର୍ଦ୍ଦନ ପାର କରି ଆଣିବାକୁ ଯାଇ ଗିଲ୍ଗଲ୍ରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଦାଉଦ ଯର୍ଦ୍ଦନ ନଦୀ ପର୍ଯ୍ୟନ୍ତ ଗଲେ। ଯିହୁଦାର ଲୋକମାନେ ରାଜାଙ୍କୁ ଗି‌ଲ୍‌ଗ‌ଲ୍‌ଠାରେ ଭେଟିଲେ ଓ ଯର୍ଦ୍ଦନ ପାର କରି ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍‍ଗଲ୍‍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍‍ଗଲ୍‍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।