2 Samuel 19:16 — Compare Translations
5 translations compared side by side
Odia - 1840
"ବହକ୍ସ୍ଟରୀମ ନିବାସୀ ଗଲରାର ପକ୍ସ୍ଟତ୍ର ବିନ୍ଯାମୀନୀଯ ଶିମିଯି ଶୀଘ୍ର ୟିହକ୍ସ୍ଟଦାରସଲାକମାନଙ୍କ ସଙ୍ଗସର ରାଜା ଦାଉଦଙ୍କକ୍ସ୍ଟ ଭଲଟିବା ପାଇଁ ଆସିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦ ରାଜାଙ୍କୁ ଭେଟିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟି ଦାଉଦଙ୍କୁ କ୍ଷମା ମାଗିଲେ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମିୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ରାଜା ଦାଉଦଙ୍କୁ ଭେଟିବା ପାଇଁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।