2 Samuel 19:17 — Compare Translations
5 translations compared side by side
Odia - 1840
"ବିନ୍ଯାମୀନ ପରିବାରବର୍ଗର 1,000ସଲାକ ଶିମିଯି ସଙ୍ଗସର ଆସିଲଲ। ସୀବଃ ଶାଉଲ ପରିବାରର ଦାସ, ତାଙ୍କ ସହିତ ତାଙ୍କର ପନ୍ଦର ଜଣ ପକ୍ସ୍ଟଅଙ୍କକ୍ସ୍ଟ ଓସକାଡିଏ ଜଣ ଗ୍ଭକରକକ୍ସ୍ଟ ଆଣିଲଲ। ଏ ସମସ୍ତସଲାକ ୟର୍ଦ୍ଦନ ନଦୀ ପାରସହାଇ ରାଜାଙ୍କକ୍ସ୍ଟ ସାକ୍ଷାତ କରିବାକୁ ୟାଇଥିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ । ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ ପରିବାରବର୍ଗର 1000 ଲୋକ ଶିମିୟି ସଙ୍ଗରେ ଆସିଲେ। ସୀବଃ ଶାଉଲ ପରିବାରର ଦାସ, ତାଙ୍କ ସହିତ ତାଙ୍କର ପନ୍ଦର ଜଣ ପୁଅଙ୍କୁ ଓ କୋଡ଼ିଏ ଜଣ ଗ୍ଭକରକୁ ଆଣିଲେ। ଏ ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ରାଜାଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।