2 Samuel 19:20 — Compare Translations
5 translations compared side by side
Odia - 1840
"ଆପଣ ଜାଣନ୍ତିସଯ ମୁ ପାପ କରିଛି।ସଯଉଁଥିପାଇଁସଯାଲଷଫର ବଂଶରକ୍ସ୍ଟ ମୁ ପ୍ରଥମ ବ୍ଯକ୍ତି, ମୁ ଆଜିସମାର ସଦାପ୍ରଭୁ ମହାରାଜାଙ୍କକ୍ସ୍ଟ ଭଲଟିବାକକ୍ସ୍ଟ ଆସିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋʼ ପ୍ରଭୁ ମହାରାଜାଙ୍କୁ ଭେଟିବା ପାଇଁ ଆସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ଜାଣନ୍ତି ଯେ ମୁଁ ପାପ କରିଛି। ଯେଉଁଥିପାଇଁ ଯୋଷେଫଙ୍କର ବଂଶରୁ ମୁଁ ପ୍ରଥମ ବ୍ୟକ୍ତି, ମୁଁ ଆଜି ମୋର ପ୍ରଭୁ ମହାରାଜାଙ୍କୁ ଭେଟିବାକୁ ଆସିଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋʼ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋ’ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।”