2 Samuel 19:21 — Compare Translations

5 translations compared side by side

Odia - 1840
"କିନ୍ତୁ ସରକ୍ସ୍ଟଯାର ପକ୍ସ୍ଟତ୍ର ଅବୀଶଯ ଉତ୍ତର କରି କହିଲା, ଶିମିଯିକକ୍ସ୍ଟ ଆଲମ ନିଶ୍ଚିତ ମାରିଦଲବକ୍ସ୍ଟ କାରଣସସ ସଦାପ୍ରଭୁଙ୍କ ଅଭିଷିକ୍ତକକ୍ସ୍ଟ ଶାପସଦଇ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ତ ହେବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମିୟିକୁ ଆମେ ନିଶ୍ଚିତ ମାରିଦେବୁ କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତକୁ ଶାପ ଦେଇ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?”